ଗୋଲାପ
From Wikipedia, the free encyclopedia
ଫୁଲ ମଧ୍ୟରେ ଆକର୍ଷଣର କେନ୍ଦ୍ରବିନ୍ଦୁ ଗୋଲାପ । ଗୋଲାପ ହେଉଛି ବର୍ଷବ୍ୟାପୀ ବଞ୍ଚିପାରୁଥିବା ଏକ ଦୀର୍ଘସ୍ଥାୟୀ ପୁଷ୍ପ ଉଦ୍ଭିଦ ।ଏହା ରୋଜା ପ୍ରଜାତିର ଏବଂ ରୋଜାସି ପରିବାର ଅନ୍ତର୍ଭୁକ୍ତ । ୧୦୦ଟି ସମଜାତୀୟ ଗୋଲାପ ବର୍ଗ ମଧ୍ୟରେ କେବଳ ରଙ୍ଗର ଭିନ୍ନତା ଦେଖିବାକୁ ମିଳେ । ରୋଜ୍ର ନାମକରଣ ଫରାସୀ ଭାଷାରୁ ହୋଇଛି, ଯାହାକି ମୂଳ ଲାଟିନ୍ ଭାଷାର ରୋଜା ଶବ୍ଦରୁ ଉଦ୍ଭବ ।ରୋଜା ଶବ୍ଦ ଗ୍ରୀକ ଭାଷାର ରୋଡିୟମରୁ ଆସିଥିବାର ଜଣାଯାଏ । ଗୋଲାପର ସୌନ୍ଦର୍ଯ୍ୟ ଓ ସୌରଭ ବିଶ୍ୱର ସବୁଆଡେ ବ୍ୟାପକ ଭାବେ ଆଦୃତି ଲାଭ କରାଇଛି । ଅଧିକାଂଶ ଗୋଲାପର ଉତ୍ପତ୍ତି ଏସିଆରୁ ହୋଇଛି ।[1]
Quick Facts ଗୋଲାପ, ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ ...
ଗୋଲାପ | |
---|---|
Rosa rubiginosa | |
ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ | |
ଜଗତ: | Plantae |
ଅଶ୍ରେଣୀକୃତ: | Angiosperms |
ଅଶ୍ରେଣୀକୃତ: | Eudicots |
ଅଶ୍ରେଣୀକୃତ: | Rosids |
ଗଣ: | Rosales |
କୁଳ: | Rosaceae |
ଉପକୁଳ: | Rosoideae |
ପ୍ରଜାତି: | Rosa L. |
Species | |
See List of Rosa species | |
Synonyms | |
|
Close