୨୦୧୯ ଭାରତୀୟ ସାଧାରଣ ନିର୍ବାଚନ
୧୭ଶ ଲୋକ ସଭା ପାଇଁ ଭାରତୀୟ ନିର୍ବାଚନ / From Wikipedia, the free encyclopedia
ଭାରତୀୟ ସାଧାରଣ ନିର୍ବାଚନ ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇଥିଲା ।[1][2]
Quick Facts ଲୋକ ସଭାରେ ୫୪୩ଟି ସ୍ଥାନ ୨୭୨ seats needed for a majority, Leader ...
| |||||||||||||||||||||||||
ଲୋକ ସଭାରେ ୫୪୩ଟି ସ୍ଥାନ ୨୭୨ seats needed for a majority | |||||||||||||||||||||||||
---|---|---|---|---|---|---|---|---|---|---|---|---|---|---|---|---|---|---|---|---|---|---|---|---|---|
Opinion polls | |||||||||||||||||||||||||
| |||||||||||||||||||||||||
|
Close
ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହୋଇଥିଲା: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ ।[3] ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହୋଇଥିଲା ।[4]